ଦେଶ ବିଦେଶ
ଏବିଭିପି ତରଫରୁ ରାଜ୍ୟବ୍ୟାପୀ କ୍ୟାମ୍ପସ୍ ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା…
ବନ୍ଦେ ମାତରମ୍’ର ୧୫୦ତମ ବର୍ଷ ପାଳନ ଅବସରରେ ବିଦ୍ୟାର୍ଥୀମାନଙ୍କ ମଧ୍ୟରେଦେଶଭକ୍ତିର ଭାବନା ଜାଗ୍ରତ କରିବା, ଜାତୀୟ ଏକତା ଓ ରାଷ୍ଟ୍ରୀୟ ଚେତନାକୁ ସୁଦୃଢ଼ କରିବା ଏବଂ ରାଷ୍ଟ୍ରପୁନଃନିର୍ମାଣର ଲକ୍ଷ୍ୟକୁ ସାକାର କରିବା ଉଦ୍ଦେଶ୍ୟରେ ଅଞ୍ଛଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ପକ୍ଷରୁ ସାରା ଓଡ଼ିଶାରେ ରାଜ୍ୟବ୍ୟାପୀ କ୍ୟାମ୍ପସ୍ ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ କରାଯାଇଛି ।ଏହି ପରିପ୍ରେକ୍ଷୀରେ ଆଜି ଢ଼େଙ୍କାନାଳ ସୟଂଶାସିତ ମହାବିଦ୍ୟାଳୟ କ୍ୟାମ୍ପସ୍ରେ ଏକ ଭବ୍ୟ ତ୍ରିରଙ୍ଗାଶୋଭାଯାତ୍ରା ଆୟୋଜିତ ହୋଇଥିଲା । ଏଥିରେ ୧୫୦ ସଂଖ୍ୟକ ବିଦ୍ୟାର୍ଥୀ […]
ରାଜ୍ୟ
ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ….
ପୂର୍ବତନ ମନ୍ତ୍ରୀ ନୃସିଂହ ସାହୁଙ୍କ ପୁଅ ଅଜିତ ସାହୁ ଗିରଫ । ସାଂସଦ ସୁଜିତ କୁମାରଙ୍କୁ ଠକେଇ ଅଭିଯୋଗରେ ଅଜିତଙ୍କୁ ଗିରଫ କରିଛି ନୟାପଲ୍ଲୀ ପୋଲିସ ।ଜାଗା ଦେବାକୁ କହି ସାଂସଦ ସୁଜିତ କୁମାରଙ୍କୁ ଠକେଇ କରିଥିବା ନେଇ ଅଭିଯୋଗ ରହିଥିଲା । ଏହି ମାମଲାରେ ଅଜିତ ସାହୁଙ୍କ ବିରୋଧରେ ୱାରେଣ୍ଟ ଜାରି ହୋଇଥିଲା ।ୱାରେଣ୍ଟ ବଳରେ ନୟାପଲ୍ଲୀ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରୁ ଅଜିତ ସାହୁଙ୍କୁ ଗିରଫ କରିଛି ନୟାପଲ୍ଲୀ ପୋଲିସ । ତାଙ୍କୁ ଗିରଫ ପରେ […]
କପିଳାସରେ ଶ୍ରାବଣ ଶେଷ ସୋମବାର ପାଇଁ କାଉଡିଆ ଙ୍କ ପାଇଁ ମାଗଣା ସ୍ୱାସ୍ଥ୍ୟ ଶିବିର..
ପବିତ୍ର ଶ୍ରାବଣ ମାସ ଅବସରରେ କପିଳାସ ପୀଠରେ ପଣ୍ଡା ନର୍ସିଂହୋମ୍ ସୌଜନ୍ୟରେ ମାଗଣା ସ୍ୱାସ୍ଥ୍ୟ ଶିବିର ଓ ମାଗଣା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ପ୍ରତି ରବିବାର ଓ ସୋମବାର ଏହି ସେବା ଜାରି ରହିବ।ଏହି ଅବସରରେ ଡାକ୍ତର ଶାନ୍ତି ଭୂଷଣ ପଣ୍ଡା ନିଜେ ଉପସ୍ଥିତ ରହି ଭକ୍ତ ଓ ସାଧାରଣ ଲୋକଙ୍କୁ ମାଗଣା ସ୍ୱାସ୍ଥ୍ୟ ପରାମର୍ଶ ଓ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି। ଦୂରଦୂରାନ୍ତରୁ କପିଳାସକୁ ଆସୁଥିବା ଭକ୍ତମାନଙ୍କ ପାଇଁ ଏଭଳି ସ୍ୱାସ୍ଥ୍ୟସେବା ଓ […]
Advertisement
-
WilliamTaume commented on ସାପ କାମୁଡା ଓ ବଜ୍ରାଘାତ ରୁ ଜୀବନ ରକ୍ଷା ନିମନ୍ତେ ସଚେତନତା ଶିବିର: la casino
-
WilliamTaume commented on ସାପ କାମୁଡା ଓ ବଜ୍ରାଘାତ ରୁ ଜୀବନ ରକ୍ଷା ନିମନ୍ତେ ସଚେତନତା ଶିବିର: ля казино
-
Williammer commented on ସାପ କାମୁଡା ଓ ବଜ୍ରାଘାତ ରୁ ଜୀବନ ରକ୍ଷା ନିମନ୍ତେ ସଚେତନତା ଶିବିର: Tryb demo automatow Vavada jest dostepny bez rejes
-
Williammer commented on ସାପ କାମୁଡା ଓ ବଜ୍ରାଘାତ ରୁ ଜୀବନ ରକ୍ଷା ନିମନ୍ତେ ସଚେତନତା ଶିବିର: Recenzja kasyna online Vavada: rejestracja, bonusy
-
WilliamTaume commented on ସାପ କାମୁଡା ଓ ବଜ୍ରାଘାତ ରୁ ଜୀବନ ରକ୍ଷା ନିମନ୍ତେ ସଚେତନତା ଶିବିର: la casino ? La Casino Telegram содержит ссылки на
